ଯିଶାଇୟ 56:4 - ଓଡିଆ ବାଇବେଲ4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;” Gade chapit laପବିତ୍ର ବାଇବଲ4 କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି, Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।