Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:21 - ଓଡିଆ ବାଇବେଲ

21 ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆମ୍ଭର ପରମେଶ୍ଵର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ଆମ୍ଭର ପରମେଶ୍ୱର କୁହନ୍ତି; “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’

Gade chapit la Kopi




ଯିଶାଇୟ 57:21
7 Referans Kwoze  

ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”


ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।


ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”


ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।


ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite