ଯିଶାଇୟ 59:18 - ଓଡିଆ ବାଇବେଲ18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ। Gade chapit laପବିତ୍ର ବାଇବଲ18 ସେ ପାପ କର୍ମର ପରିମାଣ ଅନୁସାରେ ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ। ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ। Gade chapit la |
“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”