ଯିଶାଇୟ 60:7 - ଓଡିଆ ବାଇବେଲ7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)7 କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ଵରୂପ ଗୃହକୁ ଭୂଷିତ କରିବା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା। Gade chapit laପବିତ୍ର ବାଇବଲ7 କେଦରର ସମସ୍ତ ମେଷ ତୁମ୍ଭ ନିକଟରେ ଏକତ୍ରିତ ହେବେ ଓ ନବାୟୋତର ମେଷପଲ ତୁମ୍ଭର ସେବା କରିବେ। ସେମାନେ ଆମ୍ଭଦ୍ୱାରା ଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦି ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ୱରୂପ ମନ୍ଦିରକୁ ଭୂଷିତ କରିବା। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।