ଯିଶାଇୟ 64:2 - ଓଡିଆ ବାଇବେଲ2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ ! Gade chapit laପବିତ୍ର ବାଇବଲ (Re-edited) - (BSI)2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ! Gade chapit laପବିତ୍ର ବାଇବଲ2 ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ। Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।