ଯିଶାଇୟ 64:5 - ଓଡିଆ ବାଇବେଲ5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ? Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? Gade chapit laପବିତ୍ର ବାଇବଲ5 ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେହିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳରେ ଆମ୍ଭେମାନେ ଦୋଷ କଲୁ। Gade chapit la |