Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:6 - ଓଡିଆ ବାଇବେଲ

6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବଣ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!

Gade chapit la Kopi

ପବିତ୍ର ବାଇବଲ

6 ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ୱର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।

Gade chapit la Kopi




ଯିଶାଇୟ 66:6
7 Referans Kwoze  

ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।


ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।


ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”


Swiv nou:

Piblisite


Piblisite