Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:9 - ଓଡିଆ ବାଇବେଲ

9 ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ଵର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?” ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?”

Gade chapit la Kopi




ଯିଶାଇୟ 66:9
3 Referans Kwoze  

ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ।


Swiv nou:

Piblisite


Piblisite