ଯିଶାଇୟ 7:13 - ଓଡିଆ ବାଇବେଲ13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ? Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? Gade chapit laପବିତ୍ର ବାଇବଲ13 ତା'ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। Gade chapit la |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।