ଯିଶାଇୟ 9:1 - ଓଡିଆ ବାଇବେଲ1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବ କାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ। ପୂର୍ବ କାଳରେ ସେ ସବୂଲୂନ୍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ। Gade chapit laପବିତ୍ର ବାଇବଲ1 ଅତୀତରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପରେ ପରମେଶ୍ୱର ସେ ଦେଶଗୁଡ଼ିକ ମହାନ କରିଦେଲେ। ସମୁଦ୍ର ନିକଟବର୍ତ୍ତୀ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱ ଗାଲିଲୀର ଅଣଯିହୂଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ। Gade chapit la |