ଯିଶାଇୟ 9:15 - ଓଡିଆ ବାଇବେଲ15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ, Gade chapit laପବିତ୍ର ବାଇବଲ (Re-edited) - (BSI)15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ, Gade chapit laପବିତ୍ର ବାଇବଲ15 ଏଠାରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତାଙ୍କୁ ବୁଝାଉଛି। Gade chapit la |
ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।