ଯିଶାଇୟ 9:8 - ଓଡିଆ ବାଇବେଲ8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି, Gade chapit laପବିତ୍ର ବାଇବଲ8 ମୋର ସଦାପ୍ରଭୁ ଯାକୁବଙ୍କ ପାଖକୁ ଏକ ବାର୍ତ୍ତା ପ୍ରେରଣ କଲେ। ସେହି ବାର୍ତ୍ତା ଇସ୍ରାଏଲ ବିରୁଦ୍ଧରେ କାର୍ଯ୍ୟ କରିବ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”