ଯାକୁବଙ୍କ ପତ୍ର 1:19 - ଓଡିଆ ବାଇବେଲ19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Gade chapit laପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ, Gade chapit laପବିତ୍ର ବାଇବଲ (CL) NT (BSI)19 ପ୍ରିୟ ଭାଇମାନେ, ମନେରଖ। ତୁମ୍ଭେମାନେ ଶୁଣିବାରେ ତତ୍ପର ହେବା ଉଜିତ, କିନ୍ତୁ ଭାବିଚିନ୍ତି କଥା କୁହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Gade chapit laପବିତ୍ର ବାଇବଲ19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।