ଯାକୁବଙ୍କ ପତ୍ର 1:23 - ଓଡିଆ ବାଇବେଲ23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laପବିତ୍ର ବାଇବଲ (Re-edited) - (BSI)23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laପବିତ୍ର ବାଇବଲ (CL) NT (BSI)23 ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ବାକ୍ୟ କେବଳ ଶୁଣେ, ଅଥଚ କାର୍ଯ୍ୟରେ ପରିଣତ କରେ ନାହଁ, ସେ ଦର୍ପଣରେ ନିଜ ରୂପ ଦେଖିବା ଲୋକ ପରି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laପବିତ୍ର ବାଇବଲ23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ। Gade chapit la |