ଯାକୁବଙ୍କ ପତ୍ର 2:26 - ଓଡିଆ ବାଇବେଲ26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ । Gade chapit laପବିତ୍ର ବାଇବଲ (Re-edited) - (BSI)26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ। Gade chapit laପବିତ୍ର ବାଇବଲ (CL) NT (BSI)26 ତେଣୁ, ଆତ୍ମା ବିନା ଶରୀର ଯେପରି ମୃତ,କର୍ମ ବିନା ବିଶ୍ୱାସ ସେହପରି ମୃତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ। Gade chapit laପବିତ୍ର ବାଇବଲ26 ଆତ୍ମା ନ ଥିଲେ ଜଣେ ମନୁଷ୍ୟର ଶରୀରଟି ମୃତ ହୋଇଯାଏ। ସେହିପରି ବିଶ୍ୱାସ ବିଷୟରେ ମଧ୍ୟ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ୱାସ ମୃତ ଅଟେ। Gade chapit la |