Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:11 - ଓଡିଆ ବାଇବେଲ

11 ନିର୍ଝର କ'ଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଗୋଟିଏ ଝରଣାରୁ ମଧୁର ଓ ତିକ୍ତ ଜଳ ଝରିପାରେ କି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?

Gade chapit la Kopi

ପବିତ୍ର ବାଇବଲ

11 ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ’ଣ ଝରି ଆସିପାରେ? ନା!

Gade chapit la Kopi




ଯାକୁବଙ୍କ ପତ୍ର 3:11
3 Referans Kwoze  

ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ ।


ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।


Swiv nou:

Piblisite


Piblisite