Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:14 - ଓଡିଆ ବାଇବେଲ

14 କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଆସନ୍ତା କାଲି ତୁମ ଗୀବନରେ କ’ଣ ଘଟିବ, ତାହା ତ ତୁମେ ଜାଣ ନାହିଁ! ତୁମ ଜୀବନ କୁହୁଡ଼ି ପରି, କ୍ଷଣକେ ଦେଖାଯାଇ ପର ମୁହୂର୍ତ୍ତରେ ଅଦୃଶ୍ୟ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ।

Gade chapit la Kopi




ଯାକୁବଙ୍କ ପତ୍ର 4:14
17 Referans Kwoze  

କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।


ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।


ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !


ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋ’ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।


ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।


ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।


ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?


ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି ?


Swiv nou:

Piblisite


Piblisite