Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:3 - ଓଡିଆ ବାଇବେଲ

3 ଏଣୁ ଏବେ ଏହା କର, ଯେ କେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ଏବେ ଏହା କର, ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ସେମାନଙ୍କ ପାଇଁ ଏକ ଘୋଷଣା କର, ସେମାନଙ୍କୁ କୁହ, ‘ଯେଉଁ ଲୋକମାନେ ଯୁଦ୍ଧକୁ ଭୟ କରୁଛନ୍ତି, ସେମାନେ ଗିଲିୟଦ ପାହାଡ଼ ଛାଡ଼ି ସ୍ୱଗୃହକୁ ଫେରିଯିବା ଉଚିତ୍।’” ପାଖାପାଖି 22,000 ଲୋକ ଗିଲିୟଦ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସେଠାରେ 10,000 ସୈନ୍ୟ ରହିଥିଲେ।

Gade chapit la Kopi




ବିଚାରକର୍ତ୍ତା 7:3
7 Referans Kwoze  

ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।


ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।


Swiv nou:

Piblisite


Piblisite