ଯିରିମୀୟ 1:16 - ଓଡିଆ ବାଇବେଲ16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା। Gade chapit laପବିତ୍ର ବାଇବଲ16 ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ। ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି। Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।