ଯିରିମୀୟ 1:19 - ଓଡିଆ ବାଇବେଲ19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Gade chapit laପବିତ୍ର ବାଇବଲ19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି। Gade chapit la |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”