ଯିରିମୀୟ 1:2 - ଓଡିଆ ବାଇବେଲ2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆମୋନର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ2 ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। Gade chapit la |
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”