Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:23 - ଓଡିଆ ବାଇବେଲ

23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁନ୍ତ ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା'ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ।

Gade chapit la Kopi




ଯିରିମୀୟ 10:23
9 Referans Kwoze  

ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?


ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।


ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।


ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।


ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


Swiv nou:

Piblisite


Piblisite