Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:8 - ଓଡିଆ ବାଇବେଲ

8 ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ପବିତ୍ର ବାଇବଲ

8 ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ। ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ। ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।

Gade chapit la Kopi




ଯିରିମୀୟ 10:8
16 Referans Kwoze  

କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?


କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?


ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


Swiv nou:

Piblisite


Piblisite