ଯିରିମୀୟ 11:17 - ଓଡିଆ ବାଇବେଲ17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।” Gade chapit laପବିତ୍ର ବାଇବଲ17 ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।” Gade chapit la |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।