Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:18 - ଓଡିଆ ବାଇବେଲ

18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁ ମୋତେ ଜଣାଇଲେ ଯେ ଅନାଥୋତର ଲୋକମାନେ ମୋ’ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେ ସେମାନଙ୍କର କ୍ରିୟା ମୋତେ ସେ ସମୟରେ ଦେଖାଇଲେ।

Gade chapit la Kopi




ଯିରିମୀୟ 11:18
8 Referans Kwoze  

କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ ।


ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କ’ଣ ତୁମ୍ଭେମାନେ ଦେଖୁଅଛ ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ’ଣ ତାହାର ପଛରେ ନାହିଁ ?”


Swiv nou:

Piblisite


Piblisite