Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:2 - ଓଡିଆ ବାଇବେଲ

2 ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;

Gade chapit la Kopi

ପବିତ୍ର ବାଇବଲ

2 “ହେ ଯିରିମିୟ, ତୁମ୍ଭେ ଏହି ନିୟମର ବାକ୍ୟ ଶୁଣ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।

Gade chapit la Kopi




ଯିରିମୀୟ 11:2
9 Referans Kwoze  

ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ‘ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।


ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।


ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।


ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋ’ ମନରେ ଅଛି।


ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।


ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।


ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,


Swiv nou:

Piblisite


Piblisite