ଯିରିମୀୟ 12:12 - ଓଡିଆ ବାଇବେଲ12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Gade chapit laପବିତ୍ର ବାଇବଲ12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,