ଯିରିମୀୟ 13:17 - ଓଡିଆ ବାଇବେଲ17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଯେବେ ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବହାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। Gade chapit laପବିତ୍ର ବାଇବଲ17 କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁପ୍ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋର୍ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି। Gade chapit la |