ଯିରିମୀୟ 13:21 - ଓଡିଆ ବାଇବେଲ21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ? Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ଵରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ନୋହିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ? Gade chapit laପବିତ୍ର ବାଇବଲ21 ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା। ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି? Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।