Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:1 - ଓଡିଆ ବାଇବେଲ

1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi




ଯିରିମୀୟ 16:1
5 Referans Kwoze  

ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା,


ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା,


ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।”


Swiv nou:

Piblisite


Piblisite