ଯିରିମୀୟ 16:16 - ଓଡିଆ ବାଇବେଲ16 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ। Gade chapit laପବିତ୍ର ବାଇବଲ16 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଅନେକ କେଉଁଟା ଅଣାଇବା,” “ସେମାନେ ମତ୍ସ୍ୟପରି ସେମାନଙ୍କୁ ଧରିବେ। ତା'ପରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା। ସେମାନେ ପ୍ରତ୍ୟେକ ପର୍ବତରୁ, ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଶିକାର କରି ଆଣିବେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।