Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:20 - ଓଡିଆ ବାଇବେଲ

20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ଵର ନିର୍ମାଣ କରିବ? ସେ ତ ଈଶ୍ଵର ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”

Gade chapit la Kopi

ପବିତ୍ର ବାଇବଲ

20 ମନୁଷ୍ୟ କ’ଣ ଆପଣା ନିମନ୍ତେ ପରମେଶ୍ୱର ନିର୍ମାଣ କରି ପାରିବ? ନା, ସେ ପ୍ରତିମା ନିର୍ମାଣ କରିବ, ମାତ୍ର ଏହା ପ୍ରକୃତ ପରମେଶ୍ୱର ନୁହନ୍ତି।”

Gade chapit la Kopi




ଯିରିମୀୟ 16:20
12 Referans Kwoze  

ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”


କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।


ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।


ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଦେବତାମାନେ କାହାନ୍ତି ? ଓ ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?


ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।


ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।


Swiv nou:

Piblisite


Piblisite