Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:8 - ଓଡିଆ ବାଇବେଲ

8 ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତୁମ୍ଭେ ଭୋଜନପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 “ପୁଣି ତୁମ୍ଭର ନିଶ୍ଚୟ ଭୋଜି ହେଉଥିବା ଗୃହକୁ ପାନ କିଅବା ଭୋଜନ ନିମନ୍ତେ ଯିବା ଉଚିତ୍ ନୁହେଁ।

Gade chapit la Kopi




ଯିରିମୀୟ 16:8
9 Referans Kwoze  

ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।


ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;


କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।


କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,


ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।


Swiv nou:

Piblisite


Piblisite