Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:14 - ଓଡିଆ ବାଇବେଲ

14 ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍‍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍‍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ଯିରିମିୟ ତୋଫ‌‌‌ତ୍‌‌‌ର ସେହି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣାରେ ଛିଡ଼ା ହୋଇଥିବା ସମସ୍ତଙ୍କୁ ଏହା କହିଥିଲେ।

Gade chapit la Kopi




ଯିରିମୀୟ 19:14
9 Referans Kwoze  

“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


ଆଉ, ଯିହୋଶାଫଟ୍‍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;


"ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।


ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;


ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;


ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,


Swiv nou:

Piblisite


Piblisite