Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:22 - ଓଡିଆ ବାଇବେଲ

22 ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।

Gade chapit la Kopi

ପବିତ୍ର ବାଇବଲ

22 ଯଦିଓ ତୁମ୍ଭେ ସୋଢ଼ାରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ୟବହାର କରିଅଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟିରେ କ୍ଷାରିତ ନ ହୋଇ ସେହିପରି ରହିଅଛି।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 2:22
12 Referans Kwoze  

ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।


ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋ’ ଅଧର୍ମ ବାନ୍ଧି ରଖୁଅଛ।


ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।


କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।


ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।


ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ ?


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ?


ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର ! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।


Swiv nou:

Piblisite


Piblisite