ଯିରିମୀୟ 2:26 - ଓଡିଆ ବାଇବେଲ26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ26 “ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି। Gade chapit la |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।