ଯିରିମୀୟ 22:16 - ଓଡିଆ ବାଇବେଲ16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ? Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Gade chapit laପବିତ୍ର ବାଇବଲ16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କର ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?” Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।