ଯିରିମୀୟ 22:20 - ଓଡିଆ ବାଇବେଲ20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ20 “ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।