ଯିରିମୀୟ 22:22 - ଓଡିଆ ବାଇବେଲ22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। Gade chapit laପବିତ୍ର ବାଇବଲ22 ତୁମ୍ଭ ପ୍ରତି ଶାସ୍ତି ସ୍ୱରୂପ ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଉଡ଼ାଇ ନେବ ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ୱ ସ୍ଥାନକୁ ଯିବ। ସେହି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ ଲଜ୍ଜିତ ଓ ଆକୁଳିତ ହେବ। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।