ଯିରିମୀୟ 22:3 - ଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Gade chapit laପବିତ୍ର ବାଇବଲ3 ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।