ଯିରିମୀୟ 23:20 - ଓଡିଆ ବାଇବେଲ20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Gade chapit laପବିତ୍ର ବାଇବଲ20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”