ଯିରିମୀୟ 23:28 - ଓଡିଆ ବାଇବେଲ28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?” Gade chapit laପବିତ୍ର ବାଇବଲ (Re-edited) - (BSI)28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ? Gade chapit laପବିତ୍ର ବାଇବଲ28 ଶସ୍ୟ ସହିତ ପାଳ ସମାନ ନୁହେଁ। ଦେହିପରି ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭର ସ୍ୱପ୍ନ ଦେଖିଛନ୍ତି, ସେମାନେ ସେ ସ୍ୱପ୍ନକଥା ପ୍ରକାଶ କରନ୍ତୁ। ଯଦି ସେମାନେ ଆମ୍ଭର ବାକ୍ୟ ପାଇଛନ୍ତି ତେବେ ସେମାନେ ବିଶ୍ୱସ୍ତ ଭାବରେ ତାହା କୁହନ୍ତୁ।” Gade chapit la |