ଯିରିମୀୟ 23:3 - ଓଡିଆ ବାଇବେଲ3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବ; ଓ ବହୁସଂଖ୍ୟକ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। Gade chapit laପବିତ୍ର ବାଇବଲ3 “ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କର ବାସ ସ୍ଥାନକୁ ଫେରାଇ ଆଣିବା। ସେତେବେଳେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। Gade chapit la |
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”