ଯିରିମୀୟ 23:35 - ଓଡିଆ ବାଇବେଲ35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି ? ଓ ସଦାପ୍ରଭୁ କି କଥା କହିଅଛନ୍ତି ?” Gade chapit laପବିତ୍ର ବାଇବଲ (Re-edited) - (BSI)35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’ Gade chapit laପବିତ୍ର ବାଇବଲ35 ତୁମ୍ଭେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ପଗ୍ଭରିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ‘ସଦାପ୍ରଭୁ କି କଥା କହିଅଛନ୍ତି?’ Gade chapit la |
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”