Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:13 - ଓଡିଆ ବାଇବେଲ

13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ଵାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।

Gade chapit la Kopi

ପବିତ୍ର ବାଇବଲ

13 ଆଉ ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମିୟଙ୍କ ଦ୍ୱାରା ପ୍ରଗ୍ଭରିତ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ସେହି ଦେଶପ୍ରତି ସଫଳ ହେବ।

Gade chapit la Kopi




ଯିରିମୀୟ 25:13
10 Referans Kwoze  

ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


ତତ୍ପରେ ମୋତେ କୁହାଗଲା, ଅନେକ ଗୋଷ୍ଠୀ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।


ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।


ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।


ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


Swiv nou:

Piblisite


Piblisite