ଯିରିମୀୟ 25:6 - ଓଡିଆ ବାଇବେଲ6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’ Gade chapit laପବିତ୍ର ବାଇବଲ6 ଆଉ ଅନ୍ୟ ଦେବଗଣର ପଶ୍ଚାତ୍ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।” Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;