ଯିରିମୀୟ 25:7 - ଓଡିଆ ବାଇବେଲ7 ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ। Gade chapit laପବିତ୍ର ବାଇବଲ7 “ତୁମ୍ଭେମାନେ ଆମ୍ଭ କଥାପ୍ରତି ଧ୍ୟାନ ଦେଲ ନାହିଁ।” ତଥାପି ସଦାପ୍ରଭୁ କହନ୍ତି, “ନିଜ ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହେବ।” Gade chapit la |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।