ଯିରିମୀୟ 25:8 - ଓଡିଆ ବାଇବେଲ8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ; Gade chapit laପବିତ୍ର ବାଇବଲ (Re-edited) - (BSI)8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ; Gade chapit laପବିତ୍ର ବାଇବଲ8 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଧ୍ୟାନ ଦେଉ ନାହଁ।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।