ଯିରିମୀୟ 26:19 - ଓଡିଆ ବାଇବେଲ19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।” Gade chapit laପବିତ୍ର ବାଇବଲ19 “ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।” Gade chapit la |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;