Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:4 - ଓଡିଆ ବାଇବେଲ

4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;

Gade chapit la Kopi

ପବିତ୍ର ବାଇବଲ

4 ଆଉ ସେମାନଙ୍କୁ ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ।

Gade chapit la Kopi




ଯିରିମୀୟ 27:4
8 Referans Kwoze  

ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”


ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’


‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”


Swiv nou:

Piblisite


Piblisite